YouVersion Logo
Search Icon

ଯାତ୍ରା ପୁସ୍ତକ 7:9-10

ଯାତ୍ରା ପୁସ୍ତକ 7:9-10 ODIAOV-BSI

ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅବୋଲି ଯେବେ ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ। ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।

Free Reading Plans and Devotionals related to ଯାତ୍ରା ପୁସ୍ତକ 7:9-10