Bible App logo
Search Icon

ଗାଲାତୀୟ 2:15-16

ଗାଲାତୀୟ 2:15-16 ODIAOV-BSI

ଆମ୍ଭେମାନେ ଜନ୍ମରେ ଯିହୁଦୀ, ବିଜାତୀୟ ପାପୀ ନୋହୁ, ତଥାପି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିଅଛୁ, ଯେପରି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେଉ; କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।

Free Reading Plans and Devotionals related to ଗାଲାତୀୟ 2:15-16