ଗାଲାତୀୟ 4:6-7
ଗାଲାତୀୟ 4:6-7 ODIAOV-BSI
ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି ଯଦି ପୁତ୍ର, ତେବେ ଈଶ୍ଵରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।






