ଆଦି ପୁସ୍ତକ 45:5
ଆଦି ପୁସ୍ତକ 45:5 ODIAOV-BSI
ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।