ଆଦି ପୁସ୍ତକ 49:3-4
ଆଦି ପୁସ୍ତକ 49:3-4 ODIAOV-BSI
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।





