YouVersion Logo
Search Icon

ହବକ୍କୂକ 2:2-3

ହବକ୍କୂକ 2:2-3 ODIAOV-BSI

ଅନନ୍ତର ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ। କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ଵ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ଵ ହେବ ନାହିଁ।

Free Reading Plans and Devotionals related to ହବକ୍କୂକ 2:2-3