YouVersion Logo
Search Icon

ହବକ୍କୂକ 3:17-18

ହବକ୍କୂକ 3:17-18 ODIAOV-BSI

କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ; ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି।

Video for ହବକ୍କୂକ 3:17-18

Verse Images for ହବକ୍କୂକ 3:17-18

ହବକ୍କୂକ 3:17-18 - କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି।ହବକ୍କୂକ 3:17-18 - କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;

ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି।

Free Reading Plans and Devotionals related to ହବକ୍କୂକ 3:17-18