ଯିଶାଇୟ 40:2
ଯିଶାଇୟ 40:2 ODIAOV-BSI
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।