ଯିଶାଇୟ 41:12
ଯିଶାଇୟ 41:12 ODIAOV-BSI
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ।