Bible App logo
Search Icon

ଯିଶାଇୟ 41:18

ଯିଶାଇୟ 41:18 ODIAOV-BSI

ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଜଳ-ନିର୍ଝର କରିବା।