Bible App logo
Search Icon

ଯିଶାଇୟ 43:16-17

ଯିଶାଇୟ 43:16-17 ODIAOV-BSI

ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି; ଯେ ରଥ ଓ ଅଶ୍ଵ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;