Bible App logo
Search Icon

ଯିଶାଇୟ 43:20-21

ଯିଶାଇୟ 43:20-21 ODIAOV-BSI

କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ; ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।