ଯିଶାଇୟ 43:6-7
ଯିଶାଇୟ 43:6-7 ODIAOV-BSI
ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣକୁ ପୃଥିବୀର ପ୍ରାନ୍ତରୁ ଆଣିଦିଅ; ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।





