Bible App logo
Search Icon

ଯିଶାଇୟ 46:4

ଯିଶାଇୟ 46:4 ODIAOV-BSI

ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।