ଯିଶାଇୟ 48:17-18
ଯିଶାଇୟ 48:17-18 ODIAOV-BSI
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। ଆଃ, ତୁମ୍ଭେ ଯେବେ ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତଣ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;








