ଯିଶାଇୟ 49:13
ଯିଶାଇୟ 49:13 ODIAOV-BSI
ହେ ଆକାଶମଣ୍ତଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ଵରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ଵନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।