Bible App logo
Search Icon

ଯିଶାଇୟ 52:14-15

ଯିଶାଇୟ 52:14-15 ODIAOV-BSI

ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ, ସେପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।