Bible App logo
Search Icon

ଯିଶାଇୟ 53:11

ଯିଶାଇୟ 53:11 ODIAOV-BSI

ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।