ଯିଶାଇୟ 53:2
ଯିଶାଇୟ 53:2 ODIAOV-BSI
କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।