ଯିଶାଇୟ 53:3
ଯିଶାଇୟ 53:3 ODIAOV-BSI
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।