ଯିଶାଇୟ 53:6
ଯିଶାଇୟ 53:6 ODIAOV-BSI
ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।