ଯିଶାଇୟ 53:7
ଯିଶାଇୟ 53:7 ODIAOV-BSI
ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।