ଯିଶାଇୟ 56:2
ଯିଶାଇୟ 56:2 ODIAOV-BSI
ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ଵନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।