Bible App logo
Search Icon

ଯିଶାଇୟ 56:6-7

ଯିଶାଇୟ 56:6-7 ODIAOV-BSI

ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି; ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନା-ଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନା-ଗୃହ ବୋଲି ବିଖ୍ୟାତ ହେବ।