ଯିଶାଇୟ 58:11
ଯିଶାଇୟ 58:11 ODIAOV-BSI
ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।