Bible App logo
Search Icon

ଯିଶାଇୟ 58:13-14

ଯିଶାଇୟ 58:13-14 ODIAOV-BSI

ତୁମ୍ଭେ ଯେବେ ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।