Bible App logo
Search Icon

ଯିଶାଇୟ 58:4-5

ଯିଶାଇୟ 58:4-5 ODIAOV-BSI

ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ଵାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ଵରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ। ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର , ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?

Free Reading Plans and Devotionals related to ଯିଶାଇୟ 58:4-5