ଯିଶାଇୟ 59:21
ଯିଶାଇୟ 59:21 ODIAOV-BSI
ନିଜ ବିଷୟରେ ସଦାପ୍ରଭୁ କହନ୍ତି, ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନ; କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ, ଏହା ସଦାପ୍ରଭୁ କହନ୍ତି।





