ଯିଶାଇୟ 60:16
ଯିଶାଇୟ 60:16 ODIAOV-BSI
ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।