Bible App logo
Search Icon

ଯିଶାଇୟ 62:6-7

ଯିଶାଇୟ 62:6-7 ODIAOV-BSI

ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ। ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।