ଯିଶାଇୟ 63:9
ଯିଶାଇୟ 63:9 ODIAOV-BSI
ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ଵରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ।