ଯିଶାଇୟ 64:4
ଯିଶାଇୟ 64:4 ODIAOV-BSI
କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।