YouVersion Logo
Search Icon

ଯୋହନ 6:11-12

ଯୋହନ 6:11-12 ODIAOV-BSI

ସେଥିରେ ଯୀଶୁ ସେହି ରୋଟୀ ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ। ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର।

Free Reading Plans and Devotionals related to ଯୋହନ 6:11-12