ଯୋୟେଲ 3:15-16
ଯୋୟେଲ 3:15-16 ODIAOV-BSI
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ।





