ଯୂନସ 4:10-11
ଯୂନସ 4:10-11 ODIAOV-BSI
ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା। ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?





