ଯିହୋଶୂୟ 23:10
ଯିହୋଶୂୟ 23:10 ODIAOV-BSI
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।