Bible App logo
Search Icon

ଯିହୋଶୂୟ 7:13

ଯିହୋଶୂୟ 7:13 ODIAOV-BSI

ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବାଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।

Free Reading Plans and Devotionals related to ଯିହୋଶୂୟ 7:13