ଲେବୀୟ ପୁସ୍ତକ 10:1
ଲେବୀୟ ପୁସ୍ତକ 10:1 ODIAOV-BSI
ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।