YouVersion Logo
Search Icon

ଲୂକ 8:47-48

ଲୂକ 8:47-48 ODIAOV-BSI

ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି, କିହେତୁରୁ ତାହାଙ୍କୁ ଛୁଇଁଲା, ପୁଣି କିପରି ତତ୍କ୍ଷଣାତ୍ ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା। ସେଥିରେ ସେ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।

Free Reading Plans and Devotionals related to ଲୂକ 8:47-48