YouVersion Logo
Search Icon

ମଲାଖୀ 4:5-6

ମଲାଖୀ 4:5-6 ODIAOV-BSI

ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।

Verse Images for ମଲାଖୀ 4:5-6

ମଲାଖୀ 4:5-6 - ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।ମଲାଖୀ 4:5-6 - ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।

Free Reading Plans and Devotionals related to ମଲାଖୀ 4:5-6