YouVersion Logo
Search Icon

ମାଥିଉ 10:32-33

ମାଥିଉ 10:32-33 ODIAOV-BSI

ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି। ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି।

Free Reading Plans and Devotionals related to ମାଥିଉ 10:32-33