ମାଥିଉ 12:42
ମାଥିଉ 12:42 ODIAOV-BSI
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି।