YouVersion Logo
Search Icon

ମାଥିଉ 16:18

ମାଥିଉ 16:18 ODIAOV-BSI

ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ।