ମାଥିଉ 18:12
ମାଥିଉ 18:12 ODIAOV-BSI
ତୁମ୍ଭେମାନେ କଅଣ ମନେ କର? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ଵତକୁ ପର୍ବତରେ ଛାଡ଼ି ସେ ଯାଇ ସେହି ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ?