YouVersion Logo
Search Icon

ମାଥିଉ 19:14

ମାଥିଉ 19:14 ODIAOV-BSI

କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋʼ ନିକଟକୁ ଆସିବାକୁ ମନା କର ନାହିଁ, କାରଣ ସ୍ଵର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।