ମାଥିଉ 2:1-2
ମାଥିଉ 2:1-2 ODIAOV-BSI
ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ, ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।






