Bible App logo
Search Icon

ମାଥିଉ 21:32

ମାଥିଉ 21:32 ODIAOV-BSI

କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାଙ୍କୁ ବିଶ୍ଵାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାଙ୍କୁ ବିଶ୍ଵାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାଙ୍କୁ ବିଶ୍ଵାସ କରି ପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।

Free Reading Plans and Devotionals related to ମାଥିଉ 21:32