ମାଥିଉ 3:16
ମାଥିଉ 3:16 ODIAOV-BSI
ଯୀଶୁ ବାପ୍ତିଜିତହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି ସେ ଈଶ୍ଵରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।