YouVersion Logo
Search Icon

ମାଥିଉ 4:19-20

ମାଥିଉ 4:19-20 ODIAOV-BSI

ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି। ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।