ମୀଖା 4:5
ମୀଖା 4:5 ODIAOV-BSI
କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳଯାଏ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଚାଲିବା।